Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କୁ ଚପଲରେ ମାଡ଼

by ସଞ୍ଜୟ ସ୍ୱାଇଁ
September 20, 2022
in Crime, State
ଡାକ୍ତରଙ୍କୁ ଚପଲରେ ମାଡ଼
304
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ଡାକ୍ତରଙ୍କୁ ଚପଲରେ ମାଡ ଅଭିଯୋଗ । ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଜଣେ ଡାକ୍ତରଙ୍କୁ ସହରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ନଟବର ବାଙ୍କା ମାଡ ମାରିଥିବା ଅଭିଯୋଗ ହୋଇଛି । ନଟବର ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ପରୀକ୍ଷା ପାଇଁ ସେଠାକୁ ଯାଇଥିଲେ । ସେହି ସମୟରେ ସ୍ୱାସ୍ଥ୍ୟ ପରୀକ୍ଷାରେ ବିଳମ୍ବ ହେବାରୁ ସେଠାରେ ଥିବା ରେଡିଓଗ୍ରାଫର ଡକ୍ଟର ଚିଦାନନ୍ଦ ମିଶ୍ରଙ୍କୁ ଚପଲ ଉଠାଇ ମାଡ ମାରିବା ସହ ଅନ୍ୟ ମହିଳା କର୍ମଚାରୀଙ୍କୁ ମଧ୍ୟ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ସିସିଟିଭିରେ ରେକର୍ଡ ହୋଇଛି । ସେପଟରେ ଏହି ଘଟଣାକୁ ନେଇ ଟାଉନଥାନାରେ ଏକ ମାମଲା ରୁଜୁ ହୋଇଛି । ପୋଲିସ ନଟବର ବାଙ୍କାଙ୍କୁ ଅଟକ ରଖି ପଚରା ଉଚୁରା କରିଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!