Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗ ଦ୍ୱାରା ୧୨୦ କିଲୋ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
September 21, 2022
in Crime, State
ଅବକାରୀ ବିଭାଗ ଦ୍ୱାରା ୧୨୦ କିଲୋ ଗଞ୍ଜେଇ ଜବତ
60
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ପାର୍ବଣରେ ବେଶ ସକ୍ରିୟ ହୋଇପଡିଛି ଅବକାରୀ ବିଭାଗ । ନିଶା ମାଫିଆଙ୍କୁ ଚେକ୍ ଦେବାକୁ ସବୁ ପ୍ରକାରର ଉଦ୍ୟ ଚଳାଇଛି ବିଭାଗ । ଏହି ପରିପ୍ରେକ୍ଷୀରେ ଅବକାରୀ ଗୁଇନ୍ଦା ବିଭାଗର ପୁଣି ଚଢାଉ କରାଯାଇଛି । ତେବେ ଏହି ଚଢାଉରେ ୧୨୦ କିଲୋ ଗଞ୍ଜେଇ ଜବତ ହୋଇଛି । କନ୍ଧମାଳରୁ ପଶ୍ଚିମବଙ୍ଗକୁ ବେଆଇନ୍ ଗଞ୍ଜେଇ ଚାଲାଣ ବେଳେ ଜଗନ୍ନାଥପ୍ରସାଦ ଗୋଚ୍ଛାବାଡି ନିକଟରେ ଅବକାରୀ ଗୁଇନ୍ଦା ବିଭାଗ କରିଥିଲା ଚଢାଉ । ଫଳରେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ କାର୍ ମଧ୍ୟ ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!