Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ସାମ୍ନାରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
September 21, 2022
in Crime, State
ସ୍ୱାମୀ ସାମ୍ନାରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଗିରଫ
222
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ସ୍ବାମୀଙ୍କ ସାମ୍ନାରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ବାଲେଶ୍ବର ସହର ଗୋଧିବସାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସ୍ବାମୀଙ୍କ ଉପସ୍ଥିତିରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ । ଘଟଣାରେ ଜଣେ ନାବାଳାକଙ୍କ ସମେତ ୪ ଗିରଫ । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିର ଏହି ଘଟଣା ଘଟିଛି। ବାଲେଶ୍ବର ଷ୍ଟେସନରେ ନିଜ ସମ୍ପର୍କୀୟଙ୍କୁ ଛାଡି ଘରକୁ ଫେରୁଥିଲେ ସ୍ୱାମୀ-ସ୍ତ୍ରୀ । ଏହି ସମୟରେ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ କରି ସ୍ତ୍ରୀଙ୍କୁ ଦୁଷ୍କର୍ମ କରିଥିଲେ ଦୁର୍ବୃତ୍ତ । ପରେ ମଙ୍ଗଳବାର ଦିନ ଏନେଇ ସହଦେବଖୁଣ୍ଡା ଥାନାରେ ମାମଲା ରୁଜୁ ହୋଇଥିଲା । ପୋଲିସ ଘଟଣାରେ ଛାନ୍‌ଭିନ୍‌ କରି ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ଗିରଫ ଚାରି ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!