Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କୁ ବ୍ୟବସାୟୀ ମାଡ଼ ମାରିଥିବା ଘଟଣା: ଡାକ୍ତରଙ୍କୁ ମାଡ ଅଭିଯୋଗରେ ବ୍ୟବସାୟୀ ଗିରଫ

by ସଞ୍ଜୟ ସ୍ୱାଇଁ
September 21, 2022
in Crime, State
ଡାକ୍ତରଙ୍କୁ ଚପଲରେ ମାଡ଼
39
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ଡାକ୍ତରଙ୍କୁ ମାଡ ଅଭିଯଗୋରେ ବ୍ୟବସାୟୀ ଗିରଫ । ଗିରଫ ବ୍ୟବସାୟୀ ଜଣକ ହେଲେ ନଟବର ବାଙ୍କା । ଗତକାଲି ସେ ସନ ଡାଇଗ୍ନୋଷ୍ଟିକକୁ ଯାଇ ସେଠାରେ କାର୍ୟ୍ୟରତ ଡାକ୍ତର ଚିଦାନନ୍ଦ ମିଶ୍ରଙ୍କୁ ଚପଲରେ ମାଡ ମାରିବା ସହ ମହିଳା କର୍ମଚାରୀଙ୍କୁ ମଧ୍ୟ ଚପଲ ଉଠାଇଥିଲେ । ତେବେ ଏହି ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା । ଡାକ୍ତର ଚିଦାନନ୍ଦ ମିଶ୍ର ଟାଉନ ଥାନାରେ ଏତଲା ଦେବା ପରେ ପୋଲିସ ଗତକାଲି ତାଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା । ଆଜି ଏହି ଅବିଯୋଗରେ ତାଙ୍କୁ ଗିରଫ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!