Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୋରା କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ତିନି ଗିରଫ

by ସଞ୍ଜୟ ସ୍ୱାଇଁ
September 22, 2022
in Crime, State
ଚୋରା କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ତିନି ଗିରଫ
50
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ । ଚୋରା ଚାଲାଣ ବେଳେ ଧରିଲା ବନବିଭାଗ । ଏହାସହିତ ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ୩ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ଜିଲ୍ଲା ମରେଈଗାଁର ମୁରଲୀ ପାତ୍ର, ବାବୁ ସିଂ ଏବଂ କାକବୁରେଇ ଗ୍ରାମର ମହେଶ୍ୱର ହାତୀ ବୋଲି ଜଣାପଡିଛି । ଚୋରା କାଠ ଚାଲାଣ ହେଉଥିବା ନେଇ ଖବର ପାଇବା ପରେ ଗୁରୁବାର ଭୋର ସମୟରେ ଉଦଳା ବନ ବିଭାଗ କର୍ମଚାରୀ ଅମ୍ବିକାଦେଇପୁର ଅଞ୍ଚଳରେ ଚଢ଼ାଉ କରିଥିଲେ। ଏହି ସମୟରେ ବାଲେଶ୍ୱର ଜିଲ୍ଲାକୁ କାଠ ଚୋରା ଚାଲାଣ ହେଉଥିବା ଏକ କାଠ ବୋଝେଇ ପିକଅପ୍ ଭ୍ୟାନ୍ ଜବତ କରିଥିଲେ। ଏହାସହିତ ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ତେବେ ଜବତ କାଠର ଆନୁମାନିକ ମୂଲ୍ୟ ପଚାଶ ହଜାର ଟଙ୍କାରୁ ଅଧିକ ହେବ ବୋଲି ବନ ବିଭାଗ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!