Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ମାଓ ବିସ୍ଫୋରକ ସାମଗ୍ରୀ ଓ ନଗଦ ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
September 22, 2022
in Crime, State
ବିପୁଳ ପରିମାଣର ମାଓ ବିସ୍ଫୋରକ ସାମଗ୍ରୀ ଓ ନଗଦ ଟଙ୍କା ଜବତ
65
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ପୁଲିସକୁ ବଡ଼ ସଫଳତା। ଏକ ନକ୍ସଲ ମୁକାବିଲା କ୍ଷେତ୍ରରେ ବଡ ଧରଣର ସଫଳତା ପାଇଛି କୋରାପୁଟ ପୋଲିସ। ଏସଓଜି ଓ ଡିଭିଏଫ ପକ୍ଷରୁ ଜିଲ୍ଲାର ସିନ୍ଧିପୁଟ ଜଙ୍ଗଲରେ ମିଳିତ ଆଣ୍ଟି ନକ୍ସଲ ଅପରେସନ ବେଳେ ନଗଦ ଟଙ୍କା ଓ ମାଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏନେଇ ଏସପି ବରୁଣ ଗୁଣ୍ଠୁପାଳି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ଅପରେଶନରେ ନଗଦ ୭୦ ହାଜର ଟଙ୍କା, ୧୭ ମିଟର କର୍ଡେକ୍ସ ତାର, ୩୧ ଟି ଜେଲେଟିନ୍ ଷ୍ଟିକ୍, ୧୧ ଟି ଇଲେକ୍ଟ୍ରିକ୍ ଡିଟୋନେଟର, ଗୋଟାଏ ତାର ବାଣ୍ଡିଲ, ୨ ଟି ଟିଫିନ୍ ବମ୍, ଗୋଟାଏ ପ୍ରେସର କୁକର ବମ୍ ଓ ଗୋଟାଏ ଟେଷ୍ଟିଂ ପିନ୍ ଜବତ ହୋଇଛି। ଏହି ଖବରଦାତା ସମ୍ମିଳନୀରେ ବିଏସଏଫର କମାଣ୍ଡଣ୍ଟ ଜଗଦିଶ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!