Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
September 22, 2022
in Crime, State
ସ୍ୱାମୀ ସାମ୍ନାରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଗିରଫ
133
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା । ଭଡା ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ । ପାହାଳ ଥାନା ଅନ୍ତର୍ଗତ ଅଟଳାଠାରେ ଜଣେ ଯୁବତୀ ଭଡାରେ ରହୁଥିବା ବେଳେ ଘରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବତୀଙ୍କ ନାମ ସୁଜାତା ରଥ ବୋଲି ଜଣାପଡ଼ିଛି । ସୁଜାତାଙ୍କ ପରିବାର ମଧ୍ୟ ଅଟଳା ବାସିନ୍ଦା । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ପାହାଳ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!