Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଆ ଆଡ୍ଡାରେ ପୋଲିସ ରେଡ୍, ବିପୁଳ ପରିମାଣର ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
September 23, 2022
in Crime, State
ଜୁଆ ଆଡ୍ଡାରେ ପୋଲିସ ରେଡ୍, ବିପୁଳ ପରିମାଣର ଟଙ୍କା ଜବତ
44
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ପାର୍ବଣରେ ଅପରାଧୀଙ୍କୁ ଚେକ୍ ଦେବାକୁ ପୋଲିସର ଅଭିଯାନ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ପୋଲିସ ସହରର ବିଭିନ୍ନ ସ୍ଥାନରେ ଚଢାଉ କରିଛି । ବିଶେଷ କରି ଜୁଆ ଆଡ୍ଡା ଉପରେ ପୁଲିସ୍ ଏହି ଚଢାଉ କରିଛି । ଗୋପାଳପୁର ଥାନା ଅନ୍ତର୍ଗତ ଟାଟା କଲୋନୀ ଜୁଆ ଆଡ୍ଡା ଉପରେ ଚଢାଉ ହୋଇଥିଲା । ଏହି ଚଢାଉରେ ୩୬,୩୫୦ ଟଙ୍କା, ତିନୋଟି ମୋବାଇଲ୍ ଫୋନ୍, ଦୁଇଟି ମୋଟରସାଇକେଲ ଜବତ କରାଯାଇଛି । ଘଟଣାରେ ୪ ଜଣ ଅଟକ ରଖିଛି ପୋଲିସ । ସେହିଭଳି ଦିଗପହଣ୍ଡି ଥାନା ଅଞ୍ଚଳରେ ଆଉ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରିଛି । ଏଥିରୁ ମଧ୍ୟ ୧୧ ହଜାର ଟଙ୍କା ଜବତ ହେବା ସହ ୫ ଜଣ ଅଟକ ଅଛନ୍ତି । ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍ ପି ଶ୍ରବଣ ବିବେକ ଏମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!