Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନୁଗୁଳ ଏସପି ଅଫିସ ସାମ୍ନାରୁ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 24, 2022
in Crime, State
ଅନୁଗୁଳ ଏସପି ଅଫିସ ସାମ୍ନାରୁ ମୃତଦେହ ଉଦ୍ଧାର
88
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ୟ୍ୟାଳୟ ସମ୍ମୁଖରୁ ମୃତଦେହ ଉଦ୍ଧାର। ଶନିବାର ସକାଳୁ ଏକ ମୃତଦେହ ଉଦ୍ଧାର ହୋଇଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ପୁଲିସ ପହଁଚି ମୃତଦେହ ଜବତ କରିଛି। ମୃତକଙ୍କ ବୟସ ୪୦ରୁ ୪୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଶନିବାର ସକାଳୁ ୫୫ ନମ୍ବର ଜାତୀୟ ରାଜପଥ କଡରେ ଥିବା ଏକ ବ୍ୟାଙ୍କ ନିକଟରେ ଏହି ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ । ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିଲେ ବେଳେ ସ୍ବଭାବିକ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତ ପରେ ପୁଲିସ କହିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡିବ ପୁଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!