Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ବିଭାଗ ର ଚଢ଼ାଉ ରେ ୮୦ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 24, 2022
in Crime, State
ଅବକାରୀ ବିଭାଗ ର ଚଢ଼ାଉ ରେ  ୮୦ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ
64
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ କରି ୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଯାଜପୁର ରୋଡ଼ ଅଂଚଳର ଅଜୁଦାସ । ପୂର୍ବରୁ ମଧ୍ୟ ବ୍ରାଉନୁସୁଗାର ଘଟଣାରେ ସେ ଧରାପଡିଥିଲେ । ଜବତ ବ୍ରାଉନୁସୁଗାର ମୂଲ୍ୟ ୮ ଲକ୍ଷ ଟଙ୍କା ହେବ । ସେ ବ୍ରାଉନସୁଗାର ବାଲେଶ୍ବର ଅଂଚଳରୁ ଆଣି ଯାଜପୁର ସହର, ଯାଜପୁର ରୋଡ ଓ ଜିଲ୍ଲାର ବିଭିନ୍ନ ଅଂଚଳକୁ ପଠାଉଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!