Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୦ ଲକ୍ଷର ୪୦୦ ଗ୍ରାମ ବ୍ରାଉନ ସୁଗାର ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
September 25, 2022
in Crime, State
ଢେଙ୍କାନାଳ ଜିଲ୍ଲାରୁ ଜବତ ହେଲା ବ୍ରାଉନସୁଗର
67
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଧରାପଡିଲେ ବ୍ରାଉନସୁଗାର ବେପାରୀ। ଜବତ ହେଳା ବିପୁଳ ଧଳା ଜହର। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରରୁ ୪୦ ଲକ୍ଷର ୪୦୦ ଗ୍ରାମ ବ୍ରାଉନୋ ସୁଗାର ଜବତ ହୋଇଛି। ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହଛନ୍ତି, ଗତକାଲି ରେଡ୍ ବେଳେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ନିକଟରୁ ୪୦୦ ଗ୍ରାମର ବ୍ରାଉନ୍‌ ସୁଗାର ଜବତ ହୋଇଛି। ପାର୍ବଣକୁ ଆଖି ଆଗରେ ରଖି ରାଜଧାନୀରେ ନିଶା ବିରୋଧୀ ଅଭିଯାନକୁ ଜୋରଦାର କରାଯାଇଛି। ଭୁବନେଶ୍ୱର ଓ କଟକରେ ନିଶା କାରବାର କମ୍ କରିବାକୁ ଉଦ୍ୟମ ଜାରି ରହିଛି। ୨୦୨୧ରୁ ଆରମ୍ଭ ହୋଇଥିବା ସ୍ପେଶାଲ ଡ୍ରାଇଭ୍ ଏବେ ବି ଜାରି ରହିଛି ବୋଲି କମିଶନରେଟ୍‌ ପୁଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!