Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ଭୁଜାଲିରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
September 26, 2022
in Crime, State
ଘରେ ପଶି ଭୁଜାଲିରେ ଆକ୍ରମଣ
20
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଘରେ ପଶି ହାଣିଲେ, ଲୁଟିଲେ। ଭୁଜାଲିରେ ଆକ୍ରମଣ କରି ନଗଦ ୫୦ ହଜାର ଟଙ୍କା ସହ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ। ବାଲେଶ୍ବର ଖଇରା ବ୍ଲକ ପତଡ଼ା ଗାଁରେ ଏହି ଘଟଣା ଘଟିଛି। ଖବର ଅନୁଯାୟୀ, ଗାଁର ଉପେନ୍ଦ୍ର ପ୍ରସାଦ କର ତାଙ୍କ ପରିବାର ସହ ଘରେ ଶୋଇଥିବା ବେଳେ ୩ ଜଣ ଲୁଟେରା ଘରେ ପଶି ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଭୁଜାଲି ଓ ବାଡ଼ିରେ ଆକ୍ରମଣ କରି ଆଲମୀରାରେ ଥିବା ନଗଦ ୫୦ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ଫେରାର ହୋଇ ଯାଇଥିଲେ। ଲୁଟେରାଙ୍କ ଭୁଜାଲି ଆକ୍ରମଣରେ ଉପେନ୍ଦ୍ର ଗୁରୁତର ହୋଇଛନ୍ତି। ତାଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!