Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସନ୍ଦେହଜନକ ଭାବେ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 27, 2022
in Crime, State
ସନ୍ଦେହଜନକ ଭାବେ ଯୁବକଙ୍କ ମୃତଦେହ ଉଦ୍ଧାର
20
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ସନ୍ଦେହଜନକ ଭାବେ ଯୁବକଙ୍କ ମୃତଦେହ ଉଦ୍ଧାର। ବାରିପଦା ସଦର ଥାନା ଅନ୍ତର୍ଗତ ଦାମଦୋରପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, ବାରିପଦା ସଦର ଥାନା ଅନ୍ତର୍ଗତ ଦାମଦୋରପୁର ଅଞ୍ଚଳରେ ଆଜି ସକାଳୁ ଏକ ନବ ନିର୍ମିତ କୋଠାରୁ ତଳକୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଖବର ପାଇ ବାରିପଦା ସଦର ଏସ.ଡି.ପି.ଓ. ପ୍ରକାଶ ଜେମସ ଟୋପ ଏବଂ ବାରିପଦା ସଦର ପୋଲିସ ସହ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ ଜାରି ରହିଛି ବୋଲି ସୂଚନା ଦେଇଛନ୍ତି ବାରିପଦା ସଦର ଏସ.ଡି.ପି.ଓ. ପ୍ରକାଶ ଜେମସ ଟୋପ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!