Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ଶିକ୍ଷକଙ୍କ ଦୁର୍ବ୍ୟବହାର ସହି ନପାରି ବିଷ ପିଇଦେଲେ ଛାତ୍ରୀ

by ସଞ୍ଜୟ ସ୍ୱାଇଁ
September 27, 2022
in Crime, State
ପ୍ରଧାନ ଶିକ୍ଷକଙ୍କ ଦୁର୍ବ୍ୟବହାର ସହି ନପାରି ବିଷ ପିଇଦେଲେ ଛାତ୍ରୀ
92
VIEWS
Share on FacebookShare on Twitter

ପଟ୍ଟାମୁଣ୍ଡାଇ, (ବାଘୁଆବାର୍ତ୍ତା):  ସ୍କୁଲରେ ପ୍ରଧାନଶିକ୍ଷକଙ୍କ ଦୁର୍ବ୍ୟବହାର ସହିପାରିଲେନି ଛାତ୍ରୀ! ଯେଉଁଥିପାଇଁ ବିଷ ପିଇଦେଲେ ଛାତ୍ରୀ। ଏବେ ବଞ୍ଚିବା ପାଇଁ ମେଡିକାଲ୍‌ ବେଡ୍‌ରେ ସଂଘର୍ଷ କରୁଛନ୍ତି। ଆଜି ଏପରି ଅଭିଯୋଗ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରୁ ଆସିଛି। ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଛାତ୍ରୀ ପରୀ(ଛଦ୍ମନାମ) ଗଛମଙ୍ଗଳା ତପସ୍ୱୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢ଼ନ୍ତି। ସବୁଦିନ ପରି ଗତ ଶୁକ୍ରବାର ସେ ସ୍କୁଲ ଯାଇଥିଲେ। ସେହିଦିନ ପରୀଙ୍କୁ ପ୍ରଧାନଶିକ୍ଷକ ବାସୁଦେବ ସ୍ୱାଇଁ ବିଦ୍ୟାଳୟରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିପାଇଁ ଛାତ୍ରୀ ଜଣକ ଘରକୁ ଫେରି ବିଷ ପିଇ ଦେଇଥିଲେ। ପରିବାର ଲୋକେ ଜାଣିପାରି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲେ। ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ଏନେଇ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ ସେ ଏହି କଥାକୁ ଅସ୍ୱୀକାର କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!