Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧ କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 28, 2022
in Crime, State
୧ କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ, ଜଣେ ଗିରଫ
85
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା- ଜଟଣୀ ରାସ୍ତାରୁ ୧ କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ କଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଟିମ୍। ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣେ ଯୁବକଙ୍କ ଅଟକ ରଖାଯାଉଥିବ ବେଳେ ଗୋଟିଏ କାର ଜବତ ହୋଇଛି। ଅଭିଯୁକ୍ତ ଜଣ ଉମେଶ ବେହେରା ବୋଲି ଜଣାପଡିଛି । ଯୁବକ ଜଣ ବ୍ରାଉନ୍‌ସୁଗାର କେଉଁଠି ନେଉଥିଲେ ସେନେଇ ଏସ୍‌ଟିଏଫ୍‌ ଟିମ୍ ପଚରା ଉଚାର କରୁଛନ୍ତି। ତାହା ସହିତ ସଂପୃକ୍ତ ଥିବା ଅନ୍ୟ ବେପାରୀଙ୍କୁ ଧରିବାପାଇଁ ତଦନ୍ତ ଚଳାଇଛି କ୍ରାଇମ୍‌ବ୍ରାଞ୍ଚ ଟିମ୍ । ସୁନ୍ଦରପଦା ଅଞ୍ଚଳରେ ଧଳାଜହର କାରବାର ହେଉଥିବା ନେଇ କ୍ରାଇମ୍‌ବ୍ରାଞ୍ଚ ଟିମ୍‌କୁ ଗୁଇନ୍ଦା ସୂଚନା ମିଳିଥିଲା । ଏହି ଖବର ମିଳିବା ପରେ ଏସ୍‌ଟିଏଫ୍ ଟିମ୍ ସୁନ୍ଦରପଦା- ଜଟଣୀ ଅଞ୍ଚଳରେ ଚଢ଼ଉ କରି ଏକ କାର୍‌କୁ ଅଟକ ରଖିଥିଲା। କାର ଭିତରୁ ୧ କେଜି ୫୦ ଗ୍ରାମ୍‌ର ବ୍ରାଉନ୍‌ସୁଗାର ଜବତ କରିଥିବା ବେଳେ ବେପାରୀକୁ ଧରିବାରେ ସଫଳ ହୋଇଥିଲା ଟିମ୍। ଉଲ୍ଲେଖ ଯୋଗ୍ୟ ଯେ, ୨୦୨୦ରୁ ବର୍ତ୍ତମାନ ସୁଦ୍ଧା ୫୮ କେଜି ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ ଟିମ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!