Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 29, 2022
in Crime, State
ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
199
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ପୁରୀର ଏକ ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ସମୂଦ୍ର କୂଳ ଥାନା ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜଣଙ୍କ ହେଉଛନ୍ତି ଐଶ୍ୱରିୟା ସାହାନାବାଗ। GIZ କମ୍ପାନୀର ୱାଟର ରିଶୋର୍ସ କନଫରେନ୍ସରେ ଯୋଗ ଦେବା ପାଇଁ ଗତକାଲି ସେ କମ୍ପାନୀ କର୍ମଚାରୀଙ୍କ ସହ ପୁରୀ ଆସିଥିଲେ। ହୋଟେଲ ରୁମ୍ ନମ୍ବର ୧୧୧୧ ରେ ରାତିରେ ଚେକ୍ ଇନ୍ କରିଥିଲେ। ହେଲେ ରାତିରେ କଲ ରିସିଭ ନକରିବା ସହ କବାଟ ନ ଖୋଲିବାରୁ ସନ୍ଦେହ କରି ରୁମ୍ ଖୋଲିବାରୁ ମହିଳାଙ୍କ ମୃତଦେହ ପଡିରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଘଟଣାସ୍ଥଳରେ ସମୁଦ୍ର କୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!