Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 29, 2022
in Crime, State
ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
24
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଜୟପୁର ପାରାବେଡ଼ାରେ ଥିବା ଅରବିନ୍ଦନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ହୋଇଛି। ମୃତ ଛାତ୍ରଙ୍କ ପରିଚୟ ଶିବାଶିଷ ନାୟକ। ସବୁ ଦିନ ପରି ସେ ଗୁରୁବାର ସ୍କୁଲ୍‌ ଯାଇଥିଲେ। ପରୀକ୍ଷା ମଧ୍ୟ ଦେଇଥିଲେ। ହେଲେ ଘରକୁ ଫେରିବା ପରେ କୌଣସି କାରଣରୁ ଛାତ ଉପରକୁ ଦୀର୍ଘ ସମୟ ଯାଏଁ ଯାଇଥିଲେ। ପରେ ପରିବାର ଲୋକ ତାଙ୍କୁ ଅଚେତ ଅବସ୍ଥାରେ ଛାତରୁ ଉଦ୍ଧାର କରିଥିଲେ। ସେହି ସମୟରେ ତାଙ୍କ ମୁହଁରୁ ଫେଣ ବାହାରୁଥିଲା। ସେ ବିଷ ପିଇ ଆତ୍ମହତ୍ୟା କରିଥିବା କିମ୍ବା କିଏ ତାଙ୍କୁ ବିଷ ମିଶାଇ ଖାଇବାରେ ଦେଇଥିବା ପରିବାର ଲୋକ ସନ୍ଦେହ କରି ଜୟପୁର ଟାଉନ ଥାନାରେ ଏତଲା ଦେଇଛନ୍ତି। ତେବେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଟଙ୍କା ପାଇଁ କିଛି ଛାତ୍ର ଓ ଅଣଛାତ୍ର ତାଙ୍କୁ ଧମକ ଦେଉଥିବାରୁ ସେ ମାନସିକ ଚାପରେ ଥିଲେ ବୋଲି ପରିବାର ଲୋକ କହିଛନ୍ତି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!