Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୫ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ

by ସଞ୍ଜୟ ସ୍ୱାଇଁ
October 1, 2022
in Crime, State
୮୫ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ
53
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦୁର୍ଗା ପୂଜା ପୂର୍ବରୁ ମହିଳା ବ୍ରାଉନ ସୁଗର ବେପାରୀକୁ କାବୁ କଲା ଅବକାରୀ ଟିମ୍ । କାରଗିଲ ବସ୍ତିରୁ ମହିଳା ବେପାରୀ କାମିନୀ ପ୍ରଧାନକୁ ଗିରଫ ସହ ୮୫ ଗ୍ରାମ ଧଳା ଜହର ଜବତ କରିଛି ଅବକାରୀ ଟିମ୍ । ୩୬ ବର୍ଷୀୟା ମହିଳା କାମିନୀର କାରଗିଲ ବସ୍ତିରେ ବ୍ରାଉନ ସୁଗାର ବିକ୍ରୀ କରୁଥିବା ନେଇ ଖବର ପାଇଥିଲା ଅବକାରୀ ଟିମ୍ । ୮୫ ଗ୍ରାମ ବ୍ରାଉନ ସୁଗାରର ମୂଲ୍ୟ ୮ ଲକ୍ଷ ରୁ ଅଧିକ ଟଙ୍କା ହେବ । ଗତ କିଛିଦିନ ହେବ ରାଜଧାନୀରେ ବେଧଡକ ବଢିଚାଲିଛି ଧଳାଜହର କାରବାର । ବିଶେଷ କରି ବସ୍ତି ଅଞ୍ଚଳରେ ବଢିଛି ଏହି ବ୍ୟବସାୟ । ତେବେ ପୋଲିସ ଏଥିରେ ରୋକ୍ ଲଗାଇବାକୁ ଅନେକ ପ୍ରଚେଷ୍ଟା ଚଳାଇଛି । ଏହି ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!