Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେକାର ଯୁବକ ଓ ଯୁବତୀଙ୍କୁ ଚାକିରି ନାମରେ ଠକେଇ

by ସଞ୍ଜୟ ସ୍ୱାଇଁ
October 3, 2022
in Crime, State
ବେକାର ଯୁବକ ଓ ଯୁବତୀଙ୍କୁ ଚାକିରି ନାମରେ ଠକେଇ
26
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଜିଲ୍ଲାର ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ବିଭିନ୍ନ ଘରୋଇ ସଂସ୍ଥାରେ ନିଯୁକ୍ତି କରାଇଦେବା କଥା କହି ଲକ୍ଷାଧିକ ଟଙ୍କା ଠକାମି । ଠକିଥିବା ବ୍ୟକ୍ତି କାଲିମେଳା ବ୍ଳକର ସୁରେଶ ପଣ୍ଡା ବୋଲି ସୂଚନା ମିଳିଛି । ଏକ ଆୟୁର୍ବେଦ କମ୍ପାନୀରେ ଚାକିରି କରେଇ ଦେବା କଥା କହି ମାଲାଭରମ ପଞ୍ଚାୟତର ଶତାଧିକ ଆଦିବାସୀ ପିଲାଙ୍କ ଠାରୁ ଚାରିରୁ ଆଠ ହଜାର ପର୍ୟ୍ୟନ୍ତ ଟଙ୍କା ନେଇ ସେମାନଙ୍କୁ ନକଲି ସାର୍ଟିଫିକେଟ ପ୍ରଦାନ କରିଛି ଏହି ଠକ । ଠିକ୍‌ ସେହିପରି ତୁମାଗୁଡା ଗ୍ରାମର ଶିକ୍ଷିତ ପିଲାଙ୍କୁ ଟାଟା ପାୱାର କମ୍ପାନୀରେ ନିଯୁକ୍ତି ପ୍ରଦାନ କରିବା କଥା କହି ସେମାନଙ୍କ ଠାରୁ ଚାଳିଶ ହଜାର ଟଙ୍କା ଲେଖାଏଁ ଆଦାୟ କରିଛି ଠକ ଠିକାଦାର ସୁରେଶ ପଣ୍ଡା । ଗତ କିଛି ମାସ ଧରି ଏପରି ଭାବେ ଠକାମିର ଶିକାର ହେବା ପରେ ମାଲକାନଗିରି ଏସପିଙ୍କ ନିକଟରେ ପହଞ୍ଚି ଅଭିଯୋଗ କରିଛନ୍ତି ଯୁବକ ଯୁବତୀ । ଠକ ସୁରେଶ ପଣ୍ଡା ନାମରେ ମାଲକାନଗିରି ଆଦର୍ଶ ଥାନାରେ ଏତଲା ଦିଆଯାଇଛି । ପୋଲିସ ଅଭିଯୋଗ ଗ୍ରହଣ କରିବା ସହ ଘଟଣାର ତଦନ୍ତ କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!