Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
October 4, 2022
in Sports, State
ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ
109
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଦୁଇ ଆଇଏଏସ୍‌ଙ୍କୁ ମିଳିଲା ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ। ଭୁପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜି. OSD ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଭୁପେନ୍ଦ୍ର ସିଂ ପୁନିଆଙ୍କୁ ରାଉରକେଲା ଦାୟିତ୍ୱ ଦିଆଯାଇଥିବା ବେଳେ ରଘୁ ଜି.ଙ୍କୁ ଭୁବନେଶ୍ୱର ଦାୟିତ୍ୱ ଦିଆଯାଇଛି । ରଘୁ ଜୀ ଏବେ କଟକରେ ବୈଷୟିକ ଶିକ୍ଷା ଓ ତାଲିମ୍‌ ନିର୍ଦ୍ଦେଶକ ଅଛନ୍ତି । ଏସବୁ ଦାୟିତ୍ୱ ସହ ସେ ହକି ବିଶ୍ୱକପ୍‌ର ଓଏସଡି ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି IAS ବଲଓ୍ଵନ୍ତ ସିଂଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। BDA ଭାଇସ୍‌ ଚେୟାରମ୍ୟାନ ସହ ଭୁବନେଶ୍ୱର ସ୍ମାର୍ଟସିଟି ଏମଡି ଦାୟିତ୍ୱରେ ମଧ୍ୟ ରହିବେ ବଲଓ୍ଵନ୍ତ ସିଂ । ପ୍ରକାଶ ଥାଉକି, ଭୁବନେଶ୍ୱର ଓ ରାଉରକେଲାରେ ଜୁନିୟର ହକି ବିଶ୍ୱକପ୍‌ ଖେଳହେବ । ଯେଉଁଥିଲାଗି ରାଜ୍ୟ ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି । ବିଶେଷ କରି ରାଉରକେଲା ଓ ଭୁବନେଶ୍ୱରରେ ଥିବା ହକି ଷ୍ଟାଡିୟମ୍‌କୁ ପ୍ରସ୍ତୁତ କରାଯାଇଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!