Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାଦାର ବୋମା ମାଡ଼ରେ ପୁତୁରାର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 4, 2022
in Crime, State
ରାଜଧାନୀରେ ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା
27
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦାଦାର ବୋମାମାଡ଼ରେ ପୁତୁରାର ମୃତ୍ୟୁ । ଏପରି ଏକ ଅଭାବନୀୟ ଘଟଣା ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ହରିରାଜପୁର ପଂଚାୟତର ନଈ ଭଂସର ଗ୍ରାମରେ ଘଟିଛି । ମୃତ ପୁତୁରାର ନାମ ତପନ କୁମାର ଦାସ ହୋଇଥିବା ବେଳେ ତାଙ୍କର ବୟସ ୪୭ କି ୪୮ ହେବ ବୋଲି ଜଣାପଡ଼ିଛି । ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ଅଣାଯାଇଥିବା ବେଳେ ସେଠାରେ ତାଙ୍କର ମୃତଦେହ ରହିଛି । ମିଳିଥିବା ସୂଚନା ଅନୁସାରେ ତପନଙ୍କ ଉପରକୁ ତାଙ୍କ ଦାଦା ବିଦ୍ୟାଧର ଦାସ ବୋମା ଫିଙ୍ଗିଥିଲେ । ହେଲେ ସେ କେଉଁ କାରଣରୁ ଏପରି ଘଟଣା ଘଟାଇଲେ ତାହା ଅସ୍ପଷ୍ଟ ରହିଛି । ତେବେ ଘଟଣା ସ୍ଥଳରେ ଡେଲାଙ୍ଗ ପୋଲିସ ତନାଘନା ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!