Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋରେ ଚାଲାଣ ହେଉଥିଲା ଗୋ ମାଂସ, ଉତ୍ତମ ମଧ୍ୟମ ଦେଇ ଥାନାରେ ଦେଲେ ଗାଁଲୋକେ

by ସଞ୍ଜୟ ସ୍ୱାଇଁ
October 6, 2022
in Crime, State
ଅଟୋରେ ଚାଲାଣ ହେଉଥିଲା ଗୋ ମାଂସ, ଉତ୍ତମ ମଧ୍ୟମ ଦେଇ ଥାନାରେ ଦେଲେ ଗାଁଲୋକେ
60
VIEWS
Share on FacebookShare on Twitter

ବାସୁଦେବପୁର, (ବାଘୁଆବାର୍ତ୍ତା): ବାସୁଦବେପୁର ଥାନା ସମିଆ ଛକ ନିକଟରେ ଗୋ ମାଂସ ଓ ଗୋ ଚମଡା ବୋଝେଇ ଏକ ଡାଲା ଅଟୋ ଜବତ ହୋଇଛି । ଗାଡିକୁ ଗ୍ରାମବାସୀ ମାନେ ଅଟକ କରି ଥାନାରେ ଜିମା ଦେଇଛନ୍ତି । ଗୁରୁବାର ସକାଳେ ଉକ୍ତ ଡାଲା ଅଟୋଟିରେ ଗୋ ଚମଡା ସହିତ କିଛି ଗୋ ମାଂସକୁ ବସ୍ତାରେ ଭର୍ତ୍ତି କରି ବାଲେଶ୍ୱର ଜିଲ୍ଲା ସାସପୁରା ଅଂଚଳରୁ ସାବରପୁର ଅଂଚଳକୁ ଆସୁଥିଲା । ସମିଆ ଛକ ନିକଟରେ ମା ଦୁର୍ଗାଙ୍କ ଭସାଣି ଉତ୍ସବ ଚାଲିଥିବା ସମୟରେ ଉକ୍ତ ଗାଡିଟି ଦ୍ରୁତି ଗତିରେ ଉକ୍ତ ସ୍ଥାନରୁ ଖସିବାକୁ ଚେଷ୍ଟା କରୁଥିଲା । ତେବେ ଉକ୍ତ ଅଟୋରୁ ପ୍ରବଳ ଦୁର୍ଗନ୍ଧ ବାହାରୁଥିବାରୁ ସନ୍ଦେହ ଗ୍ରାମବାସୀ ମାନେ ଅଟକାଇଥିଲେ । ଡ୍ରାଇଭର ଅମଜାଦ୍‌ଙ୍କୁ ପଚରା ଉଚରା କରିଥିଲେ । ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ କିଛି ଯୁବକ ଗାଡିକୁ ଭଙ୍ଗାରୁଜା କରିବା ସହିତ ଡ୍ରାଇଭରକୁ ନିସ୍ତୁକ ମାଡ ମାରିଥିଲେ । ପରେ ଥାନାକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଁଚି ଡ୍ରାଇଭର ସମେତ ଉକ୍ତ ଗୋ ମାଂସ ଓ ଗୋ ଚମଡା ଗାଡିକୁ ଥାନାକୁ ନେଇଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!