Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଟଲି ବଂଶୀଧର ବଣିଆ ହତ୍ୟା ଘଟଣାରେ ଜଣେ ଯୁବକ ଗିରଫ

by ସଞ୍ଜୟ ସ୍ୱାଇଁ
October 6, 2022
in Crime, State
ଭଟଲି ବଂଶୀଧର ବଣିଆ ହତ୍ୟା ଘଟଣାରେ ଜଣେ ଯୁବକ ଗିରଫ
15
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ଭଟଲି ବଂଶୀଧର ବଣିଆ ହତ୍ୟା ଘଟଣାରେ ଜଣେ ଯୁବକ ଗିରଫ। ଗିରଫ ଯୁବକକୁ ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକଙ୍କ ପରିଚୟ ଦୟାସାଗର ବନଛୋର ଓରଫ ଭକଲୋ ବୋଲି ଜଣାପଡ଼ିଛି। ଏନେଇ ବରଗଡ଼ ଏସଡିପିଓ ଅମୃତ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅକ୍ଟୋବର ୩ ତାରିଖ ସୋମବାର ରାତିରେ ଭଟଲି-କୁଇଶିରା ରାସ୍ତାରେ ରହୁଥିବା ଜଣେ ୭୬ ବର୍ଷୀୟ ବୃଦ୍ଧ ବଂଶୀଧର ବଣିଆଙ୍କୁ ଦୁର୍ବୃକତ୍ତମାନେ ଇଟାରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ବଂଶୀଧରଙ୍କ ସାନପୁଅ ଗିରିଶ ତାଙ୍କ ବାପାଙ୍କ ପାଇଁ ଖାଦ୍ୟ ନେଇ ଯାଇଥିଲେ । ଏହି ସମୟରେ ତାଙ୍କ ବାପା ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡିଥିବା ଦେଖିବାକୁ ପାଇଥିଲେ। ବଡ଼ପୁଅ ରାମକୃଷ୍ଣଙ୍କ ଅଭିଯୋଗରେ ଭଟଲି ପୋଲିସ ଅଭିଯୋଗନମ୍ବର ୧୩ ମୂଳେ ଏକ ମାମଲା ରୁଜୁ କରି ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ନେଇ ତଦନ୍ତ କରିଥିଲା। ଏହି ଘଟଣାରେ ସମ୍ପୃକ୍ତି ଥିବାରୁ ପୋଲିସ ଗୁରୁବାର ଦୟସାଗରକୁ ଗିରଫ କରିଛି। ଅନ୍ୟପଟେ ପୋଲିସ ଘଟଣାସ୍ଥଳରୁ ଗୋଟିଏ ସ୍କୃ ଡ୍ରାଇଭର, ଭଙ୍ଗା ଇଟା ଜବତ କରିଥିବା ବେଳେ ପାଖରେ ଥିବା ବୁଦାରୁ ରକ୍ତ ଲଗା ଗାମୁଛା ଜବତ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!