Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିବାର ଲୋକଙ୍କୁ ବନ୍ଦୀ କରି ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
October 7, 2022
in Crime, State
ପରିବାର ଲୋକଙ୍କୁ ବନ୍ଦୀ କରି ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
79
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ଗୋଟିଏ ଘରେ ପରିବାର ଲୋକଙ୍କୁ ବନ୍ଦୀ କରି କଳାକନା ବୁଲାଦେଲେ ଦୁର୍ବୃତ୍ତ। ଜଣେ ବ୍ୟବସାସୀଙ୍କ ଘରୁ ନଗଦ ୭ ଲକ୍ଷ ଟଙ୍କା ସହ ୧୫ ଲକ୍ଷ ଟଙ୍କାର ସୁନାଗହଣା ଦୁର୍ବୃତ୍ତମାନେ ଲୁଟିନେଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ସାଦନପଡ଼ାରେ। ଗତକାଲି ରାତିରେ ବ୍ୟବସାୟୀ ବିନୟ କୁମାର ସାହୁ ଘରେ ନଥିଲେ। ହେଲେ ତାଙ୍କ ପରିବାର ଲୋକେ ଘରେ ଥିଲେ। ୬ଜଣ ଦୁର୍ବୁତ୍ତ ଘରର ସିଡ଼ିରେ ଆସି ପ୍ରଥମେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିଥିଲେ। ପରେ ସେମାନଙ୍କୁ ଗୋଟିଏ ଘରେ ବନ୍ଦୀ କରି ରଖିଥିଲେ। ପରେ ଘରର ସମସ୍ତ ଆସବାବପତ୍ର ଓ ଲକର ଖୋଲି ଟଙ୍କା ଓ ସୁନା, ରୁପା ଗହଣା ଲୁଟି ନେଇଥିଲେ। ପରଜଙ୍ଗ ଥାନାରେ ଏନେଇ ଅଭିଯୋଗ ହେବାପରେ ପରେ଼ ସାଇଣ୍ଟିଫିକ୍ ଟିମ ଓ ଡଗ୍ ସ୍କ୍ୱାର୍ଡ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଏହି ଲୁଟ୍‌ ପଛରେ ଏକ ବଡ଼ ଚୋର ଗ୍ୟାଙ୍ଗ ସାମିଲ ଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!