Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣା, ପତ୍ନୀ ଓ ପଡୋଶୀଙ୍କୁ ପୋଲିସର ଜେରା

by ସଞ୍ଜୟ ସ୍ୱାଇଁ
October 7, 2022
in Crime, State
ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣା, ପତ୍ନୀ ଓ ପଡୋଶୀଙ୍କୁ ପୋଲିସର ଜେରା
98
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋପର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା । ମୃତ ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡ଼ ସ୍ଥିତ ଘରେ ପହଞ୍ଚିଲା ପୋଲିସ । ଆଇଆଇସି ଏବଂ ଆଡସିନାଲ ଡିସିପି ସହ ଏକ ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛନ୍ତି । ଧର୍ମେନ୍ଦ୍ରଙ୍କ ପତ୍ନୀ, ପରିବାର ଓ କିଛି ପଡ଼ୋଶୀଙ୍କୁ ଆଜି ପଚରାଉଚରା କରୁଛି ପୋଲିସ । ଶୁଦ୍ଧିକ୍ରିୟା ସରିବା ପରେ ଆଉ କିଛି ତଥ୍ୟ ପାଇଁ ପୋଲିସ ପଚରାଉଚରା କରୁଛି । ବିଶେଷ କରି ସାମ୍ବାଦିକ ଅକ୍ଷୟ ନାୟକଙ୍କ ବୟାନକୁ ନେଇ ପରିବାର ଲୋକଙ୍କୁ ପଚରାଉଚରା କରୁଛି ପୋଲିସ । ଗତ ସେପ୍ଟେମ୍ୱର ୨୪ ତାରିଖରେ ଭୁବନେଶ୍ବର ଧଉଳି ଥାନା ଶିଶୁପାଳଗଡ଼ ଲକ୍ଷ୍ମୀ ବିହାରସ୍ଥିତ ଘରୁ ମିଳିଥିଲା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ । ଏହା ପୂର୍ବରୁ ମଧ୍ୟ୧୫ ଦିନ ତଳେ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଧର୍ମେନ୍ଦ୍ର । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ କିଛି ଦିନ ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ହେଲେ ପ୍ରକୃତରେ ଜିଲ୍ଲା ପରିଷଦ ସଭ୍ୟ ଆତ୍ମ ହତ୍ୟା କରିଛନ୍ତି କି ନାହିଁ ତାହା ଏଯାଏଁ ଜାଣାପଡିନି । ପୋଲିସ ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!