Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ବନ୍ଧୁକ କାରିଗର

by ସଞ୍ଜୟ ସ୍ୱାଇଁ
October 11, 2022
in Crime, State
ବନ୍ଧା ହେଲେ ବନ୍ଧୁକ କାରିଗର
28
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଘରେ ବସିଥିଲା କାରଖାନା। ତିଅରି ହେଉଥିଲା ଦେଶୀ ବନ୍ଧୁକ । ଗତରାତିରେ ପୁଲିସ୍‌ ଅତର୍କିତ ଭାବେ ଚଢ଼ାଉ କରି ଏପରି କାରଖାନା ଠାବ କରିବା ସହ ବହୁ ବନ୍ଧୁକ ଜବତ କରିଛି। ଏଥିସହ ବନ୍ଧୁକ କାରିଗର ସିଲାଇପଡ଼ା ଗ୍ରାମର ଶେଷଦେବ ବିନ୍ଧାଣି ବନ୍ଧା ହୋଇଛନ୍ତି। ଏପରି ଏକ ବନ୍ଧୁକ କାରଖାନା ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ୍ ଶଗଡା ଅନ୍ତର୍ଗତ ସିଲାଇପଡ଼ା ଗ୍ରାମରେ ଠାବ ହୋଇଛି। ଏଥିସହ ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ ଏହା ଦେଖି ଗ୍ରାମବାସୀଙ୍କ ମଧ୍ୟରେ ଛନକା ପଶି ଯାଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ, ଗତକାଲି ବିଳମ୍ବିତ ରାତିରେ ମନମୁଣ୍ଡା ପୁଲିସ୍ ସିଲାଇପଡ଼ା ଗ୍ରାମରେ ଚଢ଼ାଉ କରିଥିଲା । ଏହି ଚଢ଼ାଉ ସମୟରେ ଏକ ଘରୁ ଜଣେ ବନ୍ଧୁକ କାରିଗର ଶେଷଦେବ ବିନ୍ଧାଣିଙ୍କୁ ଗିରଫ କରାଯିବା ସହ ୨ଟି ପିସ୍ତଲ୍ ଏବଂ ୪ଟି ଦେଶୀ ବନ୍ଧୁକ ଜବତ ହୋଇଛି । ଚଢ଼ାଉ ସମୟରେ ବନ୍ଧୁକ ତିଆରି କରିବାରେ ବ୍ୟବହୃତ ବହୁ ସାମଗ୍ରୀ ମଧ୍ୟ ଜବତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!