Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ବ୍ୟକ୍ତିଙ୍କ ଘରୁ ସୁନା, ରୂପା ଅଳଙ୍କାର ସଫା କରିବାକୁ କହି ଲୁଟି ନେବା ଘଟଣାରେ ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 11, 2022
in Crime, State
ଜଣେ ବ୍ୟକ୍ତିଙ୍କ ଘରୁ ସୁନା, ରୂପା ଅଳଙ୍କାର ସଫା କରିବାକୁ କହି ଲୁଟି ନେବା ଘଟଣାରେ ୩ ଗିରଫ
29
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ରାଳବ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରୁ ସୁନା, ରୂପା ଅଳଙ୍କାର ସଫା କରିବାକୁ କହି ଲୁଟି ନେବା ଘଟଣାରେ ପୋଲିସ୍‌ର କାର୍ୟ୍ୟାନୁଷ୍ଠାନ । ପୁଲିସ୍ ଘଟଣାର ତଦନ୍ତ କରି ତିନି ଜଣଙ୍କୁ ଗିରଫ କରିବା ସହ ୧୮୬.୫ ଗ୍ରାମ୍ ସୁନା ଅଳଙ୍କାର ଜବତ କରିଛି । ଦୁଇ ଲୁଟେରା ସହ କ୍ରୟ କରିଥିବା ଦୋକାନୀଙ୍କୁ ମଧ୍ୟ ଗିରଫ କରିଛି ପୁଲିସ୍ । ଏନେଇ ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!