Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୬୦ କ୍ଵିଣ୍ଟାଲ ଭାଙ୍ଗ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
October 12, 2022
in Crime, State
କଟକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୬୦ କ୍ଵିଣ୍ଟାଲ ଭାଙ୍ଗ ଜବତ, ୨ ଗିରଫ
52
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୬୦ କ୍ଵିଣ୍ଟାଲ ଭାଙ୍ଗ ଜବତ। ଟାଙ୍ଗୀ ଟୋଲ ଗେଟ୍ ନିକଟରୁ ଏହି ଭାଙ୍ଗ ଜବତ ହୋଇଛି। ଏହା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ଭାଙ୍ଗର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ବିହାରରୁ ଭୁବନେଶ୍ଵରକୁ ଭାଙ୍ଗ ଚାଲାଣ ହେଉଥିବା ବେଳେ କଟକ ଅବକାରୀ ବିଭାଗ ଟାଙ୍ଗୀ ଟୋଲ ଗେଟ୍ ନିକଟରେ ଚଢାଉ କରିଛି। ଚଢାଉ ବେଳେ ୬୦ କ୍ଵିଣ୍ଟାଲ ଭାଙ୍ଗ ଜବତ ହୋଇଛି। ଏହା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ତେବେ ଜବତ ହୋଇଥିବା ଭାଙ୍ଗର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଯୋଗେନ୍ଦ୍ର ପାଶୱାନ ଓ ଅଶୋକ ପାଶୱାନ। ସେମାନେ ବିହାରର ବୋଲି କଟକ ଜିଲ୍ଲା ଅବକାରୀ ବିଭାଗ ଅଧିକ୍ଷକ ଦେବାଶିଷ ପଟେଲ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!