Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ବେପାରୀଙ୍କୁ ମାଡ଼ି ବସିଲା ପୋଲିସ, ତିନି ଗିରଫ ସହ ବନ୍ଧୁକ ଓ ଗୁଳି ଜବତ

by ସଞ୍ଜୟ ସ୍ୱାଇଁ
October 16, 2022
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
68
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଡିଲ୍‌ ବେଳେ ଲାଲବାଗ ଥାନା ପୋଲିସର ଚଢାଉ । ବନ୍ଧୁକ ବେପାରୀଙ୍କୁ ମାଡ଼ି ବସିଲା ପୋଲିସ । ତିନି ଅଭିଯୁକ୍ତଙ୍କୁ ଗିରଫ ସହ ସେମାନଙ୍କ ନିକଟରୁ ତିନୋଟି ବନ୍ଧୁକ ଏବଂ ୧୫ ରାଉଣ୍ଡ ଗୁଳି ଜବତ ହୋଇଛି । ଏହାସହ ତିନୋଟି ବାଇକ୍ ମଧ୍ୟ ସିଜ୍‌ କରିଛି ଲାଲବାଗ ଥାନା ପୋଲିସ । ରବିବାର ଦିନ କଟକ ଅଞ୍ଚଳରେ ବନ୍ଧୁକ ବିକ୍ରି ପାଇଁ ଡିଲ୍‌ ଚାଲିଥିଲା । ଏନେଇ ଗୁଇନ୍ଦା ସୂଚନା ପାଇଥିଲା କଟକ ଲାଲବାଗ ଥାନା ପୋଲିସ । ମିଳିଥିବା ସୂଚନା ଆଧାରରେ ଚଢାଉ କରିଥିଲା ପୋଲିସ । ଆଉ ଏହି ଚଢାଉରେ ତିନିଜଣଙ୍କୁ ଗିରଫ କରିବା ସହ ସେମାନଙ୍କୁ ନିକଟରୁ ତିନୋଟି ବନ୍ଧୁକ ମଧ୍ୟ ଜବତ କରିଛି । ସେହିପରି ୧୫ ରାଉଣ୍ଡ ଜୀବନ୍ତ ଗୁଳି ଏବଂ ତିନୋଟି ବାଇକ୍ ଜବତ ହୋଇଛି । ତେବେ ଏହି ରାକେଟ୍‌ରେ ଏତିକି ଲୋକ ଅଛନ୍ତି ନା ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଖୋଲତାଡ଼ କରୁଛି ପୋଲିସ । ଯଦି ଏଥିରେ ଆଉ କିଏ ସାମିଲ ଥିବା , ତେବେ ଖୁବଶୀଘ୍ର ସେମାନଙ୍କୁ ଧରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!