Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲାକମେଲର୍ ଅର୍ଚ୍ଚନା ନାଗକୁ ରିମାଣ୍ଡରେ ଆଣିବ ଖଣ୍ଡଗିରି ପୋଲିସ

by ସଞ୍ଜୟ ସ୍ୱାଇଁ
October 16, 2022
in Crime, State
ଅର୍ଚ୍ଚନା ମାମଲା: ରାୟ ସଂରକ୍ଷିତ ରଖିଲେ କୋର୍ଟ
137
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବ୍ଲାକମେଲର୍ ଅର୍ଚ୍ଚନା ନାଗକୁ ୫ ଦିନ ପାଇଁ ଜେଲ ଭିତରେ ପଚରା ଉଚରା କରିବାକୁ ଅନୁମତି ଲୋଡିବ ଖଣ୍ଡଗିରି ଥାନା ପୋଲିସ। ଏଥିପାଇଁ ସମସ୍ତ କାଗଜପତ୍ର ପ୍ରସ୍ତୁତ କରିସାରିଛି କମିଶନରେଟ ପୋଲିସ। ସୋମବାର ଅନୁମତି ପାଇଁ ଭୁବନେଶ୍ବର ଏସଡିଜେଏମ କୋର୍ଟରେ ଏଥିପାଇଁ ଆବେଦନ କରାଯିବ। ୨୦୧୬ରେ ଘର ଭଡା ନେଇ ଭୁବନେଶ୍ବରରେ ରହୁଥିବା ଅର୍ଚ୍ଚନା ୨୦୨୦ ବେଳକୁ କୋଟି କୋଟି ଟଙ୍କାର ମାଲିକ ହୋଇଥିଲେ । ମାତ୍ର ୫ବର୍ଷରେ ଏତେ ଟଙ୍କାର ସମ୍ପତ୍ତି ସେ କେମିତି ଉପାର୍ଜନ କଲେ ତାର ହିସାବ ଖୋଜିବ ପୋଲିସ । ଗତ ୬ମାସ ଭିତରେ ଏଥିରେ ୫କୋଟି ଟଙ୍କା ନେଣଦେଣ ହୋଇଥିବା ଜଣାପଡିଛି । ପ୍ରତି ଆକାଉଣ୍ଟରେ ହୋଇଥିବା ବଡ ବଡ ପରିମାଣର ଟଙ୍କା ନେଣଦେଣ ଏବେ ପୋଲିସ ସ୍କାନରରେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!