Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଲକାତାରୁ ଛାତ୍ରୀ ଅପହରଣ ଘଟଣାରେ ଭୁବନେଶ୍ବରରେ କ୍ରାଇମବ୍ରାଞ୍ଚ ଟିମ

by ସଞ୍ଜୟ ସ୍ୱାଇଁ
October 16, 2022
in Crime, State
କୋଲକାତାରୁ ଛାତ୍ରୀ ଅପହରଣ ଘଟଣାରେ ଭୁବନେଶ୍ବରରେ କ୍ରାଇମବ୍ରାଞ୍ଚ ଟିମ
99
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୋଲକତାରୁ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ଘଟଣାରେ ଭୁବନେଶ୍ବରରେ କ୍ରାଇମବ୍ରାଞ୍ଚ ଟିମ । ଲକ୍ଷ୍ମୀସାଗର ଅଞ୍ଚଳରେ ଛାନବିନ କରୁଛି କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ । ନାବାଳିକା ଅପହରଣ ନେଇ ପଶ୍ଚିମବଙ୍ଗ ପୂର୍ବ ମେଦିନିପୁର ହାଉସଗ୍ରାମ ଥାନାରେ ଅଭିଯୋଗ ହୋଇଥିଲା । ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ଦୁଇଜଣ ଯୁବକ ଅପହରଣ କରିଥିଲେ । ମାମଲାରେ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଯୁବକଙ୍କ ଭିତରେ ପଶ୍ଚିମବଙ୍ଗର ପ୍ରଦୀପ ମଣ୍ଡଳ ଥିବା ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!