Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ
61
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ। ଜଟଣୀ ରଥିପୂର୍ ରେଳ ଫାଟକ ନିକଟରୁ ଜଣେ ନିଶା ବେପାରୀଙ୍କୁ ଗିରଫ କରିବା ସହ ୧୦୬ ଗ୍ରାମର ବ୍ରାଉନସୁଗର ଜବତ କରିଛି ଖୋର୍ଦ୍ଧା ଅବକାରୀ ବିଭାଗ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ଜମିର ଖାଁ (୩୩)। ଜବତ ହୋଇଥିବା ବ୍ରଉନସୁଗରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ୬୦ ହଜାରେ ଟଙ୍କା ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଅଭଯୁକ୍ତ ଜମିର ଖାଁ ନାମରେ ନିଶା ବେପାର ଅଭିଯୋଗରେ ୫୧/୨୨ ଏକ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!