Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଲରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ବିଲରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ
37
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ବିଲରୁ ମିଳିଲା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ । ମୃତକଙ୍କ ନାମ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍‌ଏସିର ୮ ନମ୍ବର ଓ୍ୱାର୍ଡରେ ଘଟିଛି ଏଭଳି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ସକାଳରୁ ଗାଁର ଥିବା ଏକ ବିଲ ପାଖରେ ମୃତଦେହ ପଡିଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଉଲଗ୍ନ ଅବସ୍ଥାରେ ପଡିଥିବା ବେଳେ ତାଙ୍କ ଛାତି ଏବଂ ବେକରେ ଗଭୀର ଆଘାତର କ୍ଷତ ଚିହ୍ନ ରହିଛି । କୌଣସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି । ସୋମବାର ବିଲକୁ ଯାଉଛି କହି ଘରୁ ଆସିଥିଲେ । ତେବେ କିଭଳି ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା , ତାହା ଏବେ ତଦନ୍ତ ସାପେକ୍ଷ । ସେପଟେ ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ତାହା ପୋଲିସ ଖୋଳତାଡ଼ କରୁଛି । କୌଣସି କାରଣରୁ ତାଙ୍କୁ ହତ୍ୟା କରାଯାଇଛି ନା ଏହା କୌଣସି ଦୁର୍ଘଟଣା ତାହା ଏବେ ବି ସନ୍ଦେହ ଘେରରେ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!