Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାର୍କରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
October 20, 2022
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
42
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ନିର୍ମାଣଧୀନ ପାର୍କରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ମୃତଦେହ ମିଳିଛି । ମୃତକ ଡୁବୁରୀ ଗାଁର ଅଜୁ ବେହେରା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୁରୁବାର ସକାଳ ସମୟରେ ଡୁବୁରୀ ଗାଁ ନିକଟରେ ଚାଲିଥିବା ନିର୍ମାଣଧୀନ ପାର୍କରେ ଜଣେ ଯୁବକଙ୍କୁ ମୃତଦେହ ଝୁଲୁଥିବାର କିଛି ଲୋକେ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ତେବେ ପାରିବାରିକ କଳହକୁ ନେଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!