Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍‌ ପରିସରରେ ଥିବା ଗଛରେ ଗାମୁଛା ଲଗାଇ କଏଦୀର ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
October 20, 2022
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
43
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ସବ୍‌ଜେଲରେ ଜଣେ କଏଦୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଆତ୍ମହତ୍ୟା କରିଥିବା କଏଦୀ ସୁବାସ ରୋହିଦାସ । ବଡ଼ମାଲ ଥାନା ଅନ୍ତର୍ଗତ ବୃନ୍ଦାମାଲ ଅଞ୍ଚଳରେ ୨୦୧୫ ମସିହାରେ ଘଟିଥିବା ଏକ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସୁବାସ ୩ ମାସ ତଳୁ ସଜା କଟାଉଥିଲେ । ଆଜି ଅପରାହ୍ନରେ ଜେଲ ପରିସରରେ ଥିବା ଏକ ଗଛରେ ନିଜ ବେକରେ ଗାମୁଛା ଭିଡି ସେ ଆତ୍ମହତ୍ୟା କରିଥିଲେ । ଜେଲ୍ ଅନ୍ତେବାସୀ ଓ କର୍ମଚାରୀ ଏହା ଦେଖିବା ପରେ ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଆତ୍ମହତ୍ୟାର କାରଣ ଜଣାପଡିନଥିବା ବେଳେ ଝାରସୁଗୁଡ଼ା ପୋଲିସ ଏହାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!