Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସକାଳୁ ସକାଳୁ ଘରେ ପଶି ଲୁଟିନେଲେ ୧୮ ଲକ୍ଷରୁ ଅଧିକ ଟଙ୍କା

by ସଞ୍ଜୟ ସ୍ୱାଇଁ
October 21, 2022
in Crime, State
ସକାଳୁ ସକାଳୁ ଘରେ ପଶି ଲୁଟିନେଲେ ୧୮ ଲକ୍ଷରୁ ଅଧିକ ଟଙ୍କା
167
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରେ ମାତିଲେ ଡକାୟତ । ମହାନଦୀ ବିହାରରେ ବଡ ଧରଣର ଡକାୟତି ହୋଇଛି । ସକାଳୁ ସକାଳୁ ଘରେ ପଶି ଡକାୟତମାନେ ଲୁଟିନେଇଛନ୍ତି ୧୮ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । ହଠାତ୍ ଡକାୟତମାନେ ମହାନଦୀ ବିହାରରେ ରହୁଥିବା ଦୀପ୍ତି ରଞ୍ଜନ ପଟ୍ଟନାୟକଙ୍କ ଘରେ ପଶିଥିଲେ । ମାରଣାସ୍ତ୍ର ଦେଖାଇ ଲୁଟ୍‌ପାଟ ଆରମ୍ଭ କରିଥିଲେ । ଦୀପ୍ତିରଞ୍ଜନ ଏହାକୁ ବିରୋଧ କରିବାକୁ ତାଙ୍କୁ ଆକ୍ରମଣ କରିବାକୁ ପଛାଇନଥିଲେ ଡକାୟତ । ଫଳରେ ଡକାୟତଙ୍କ ଆକ୍ରମଣରେ ଦୀପ୍ତିରଞ୍ଜନ ଆହତ ହୋଇଛନ୍ତି । ସେପଟେ ଡକାୟତମାନେ ଲକ୍ଷାଧିକ ଟଙ୍କା ଲୁଟିନେବା ସହ ଅଳଙ୍କାର ମଧ୍ୟ ଲୁଟି ନେଇଛନ୍ତି । ପୋଲିସ ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏବେ ପ୍ରଶ୍ନ ଉଠୁଛି ରାତିରେ ଲୁଟ୍ ପାଟ୍ ବଦଳରେ ସକାଳୁ ସକାଳୁ ଡକାୟତମାନେ ଏପରି କରିବା ନିଶ୍ଚିତ ଭାବେ ଆଶ୍ଚର୍ୟ୍ୟଜନକ ଘଟଣା । ଏପଟେ ଘଟଣା ପରେ ଆତଙ୍କିତ ଅବସ୍ଥାରେ ଅଛନ୍ତି ଦୀପ୍ତିଙ୍କ ପରିବାର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!