Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହ ମଣ୍ଡପରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 21, 2022
in Crime, State
ବିବାହ ମଣ୍ଡପରୁ ଯୁବକଙ୍କ ମୃତଦେହ ଉଦ୍ଧାର
96
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ସହରର ୨୬ ନମ୍ୱର ଜାତୀୟ ରାଜପଥ କଡ଼ରେ ଥିବା ମେରେଜ ପେଲେସରୁ ଯୁବକଙ୍କ ମୃତଦେହ ଉଦ୍ଧାର। ମୃତ ଯୁବକଙ୍କ ପରିଚୟ ରୋଶନ ମାଝି। ସେ ଅରିୟା ମେରେଜ ପେଲେସରେ କର୍ମଚାରୀ ଥିଲେ। ଗୁରୁବାର ରାତିରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଅନ୍ୟ ଜଣେ କର୍ମଚାରୀ ଦେଖି ତାଙ୍କ ଭାଇଙ୍କୁ କଲ୍‌ କରି ଜଣାଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ତାଙ୍କ ଭାଇ ପହଞ୍ଚିବା ପରେ ଶୁକ୍ରବାର ସକାଳେ ମୃତଦେହକୁ ଉଦ୍ଧାର କରାଯାଇଥିଲା। ପରେ ସେଠାରେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିବା ପରେ ଶବ ବ୍ୟବଚ୍ଛଦ ପାଇଁ ପଠାଇଛି। ରୋଶନଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ତାଙ୍କୁ ନିଶା ଖାଇବାକୁ ଦେଇ ହତ୍ୟା କରାଯାଇଥିବା ତାଙ୍କ ଭାଇ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!