Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ନିୟମ ଉଲଘଂନକୁ ନେଇ ୫୯ ମାମଲା

by ସଞ୍ଜୟ ସ୍ୱାଇଁ
April 6, 2020
in Breaking, Health
କରୋନା ନିୟମ ଉଲଘଂନକୁ ନେଇ ୫୯ ମାମଲା
8
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସାରା ଭାରତରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ନୟାଗଡ଼ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଥିବା ବେଳେ ବିଭିନ୍ନ ସ୍ଥାନରେ ନିୟମ ଉଲଘଂନ କରାଯାଉଛି । ଯାହାକୁ ନେଇ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୯ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି । ଲକ୍ ଡାଉନ୍ ଅବଧି ଆହୁରି ଅନେକ ଦିନ ଥିବାରୁ ଏହି ମାମଲା ସଂଖ୍ୟା ବଢ଼ିବାର ସମ୍ଭାବନା ରହିଥିବା ଜଣାଯାଇଛି । ସାରା ଜିଲ୍ଲାରେ ପୁଲିସ ପକ୍ଷରୁ କଟକଣା ଜାରି କରାଯାଇଥିବା ବେଳେ ନୟାଗଡ଼ ସହରରେ ଏହା ପ୍ରଭାବହୀନ ଭଳି ମନେ ହେଉଛି । ସହରର ବିଭିନ୍ନ ଗଳି କନ୍ଦି ଦେଇ ଲୋକମାନେ ଅନ୍ୟାୟାସରେ ଯାତାୟାତ କରୁଥିଲେ ମଧ୍ୟ ପୁଲିସ ଏହାକୁ ରୋକି ପାରୁ ନାହିଁ । ନୟାଗଡ଼ ଟ୍ରାଫିକ ଛକରେ କିଛି ପୁଲିସ କର୍ମଚାରୀ କେବଳ ଲୋକ ଦେଖାଣିଆ ଭାବେ ଡ୍ୟୁଟି କରୁଥିବା ବେଳେ ବାସ୍ତବ ଋପ ରେଖ ଓଲଟା ଦେଖିବାକୁ ମିଳୁଛି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!