Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍ ଭିତରେ ପତି-ପତ୍ନୀଙ୍କ ହେବ ଦେଖା ସାକ୍ଷାତ

by ସଞ୍ଜୟ ସ୍ୱାଇଁ
October 22, 2022
in Crime, State
ଜେଲ୍ ଭିତରେ ପତି-ପତ୍ନୀଙ୍କ ହେବ ଦେଖା ସାକ୍ଷାତ
225
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ୍ ଗିରଫ ମାମଲା । ଜେଲ୍ ଭିତରେ ପତି-ପତ୍ନୀଙ୍କ ହେବ ଦେଖା ସାକ୍ଷାତ । ଜେଲ ମାନୁଆଲ ଅନୁଯାୟୀ ସପ୍ତାହରେ ଗୋଟିଏ ଦିନରେ ଦେଖା ହୋଇପାରିବ । ଜେଲ୍‌ରେ ପରିବାର ଲୋକଙ୍କ ପାଇଁ ୧୫ ମିନିଟ୍‌ର ଦେଖା ସାକ୍ଷାତ ବ୍ୟବସ୍ଥା ରହିଛି । କେବଳ ରବିବାର ଦିନ ହିଁ ଦେଖା ହେବାର ବ୍ୟବସ୍ଥା ରହିଛି । ଏହି ଅନୁସାରେ ଜେଲରେ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ଦେଖା ହେବେ । ଜେଲର ମହିଳା ୱାର୍ଡର ଓ କିଛି ପୁରୁଷ ୱାର୍ଡରଙ୍କ ଉପସ୍ଥିତିରେ ହେବ ଦେଖା ସାକ୍ଷାତ । ଏବେ ଅର୍ଚ୍ଚନା ମହିଳା ୱାର୍ଡରେ ଥିବା ବେଳେ ଜଗବନ୍ଧୁ ପୁରୁଷ ୱାର୍ଡରେ ଅଛନ୍ତି । ଶୁକ୍ରବାର ଅର୍ଚ୍ଚନା ନାଗ୍‌ଙ୍କ ସ୍ୱାମୀଙ୍କୁ ଗିରଫ କରିଥିଲା ପୋଲିସ । ଉଭୟ ସ୍ୱାମୀ-ସ୍ତ୍ରୀଙ୍କ ନାଁରେ ମାନବ ଚାଲାଣ ଭଳି ଲାଗିଛି ୧୬ଟି ସଂଗୀନ ଦଫା । ଏବେ ଜଗବନ୍ଧୁଙ୍କ ଗିରଫ ପରେ କାହା ପାଳି ପଡିବ ତା ଉପରେ ରହିଛି ସମସ୍ତଙ୍କ ନଜର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!