Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହିତା ଭାଣିଜୀକୁ ଦୁଷ୍କର୍ମ କରି ଜେଲ ଗଲା ମାମୁ

by ସଞ୍ଜୟ ସ୍ୱାଇଁ
October 23, 2022
in Crime, State
ବିବାହିତା ଭାଣିଜୀକୁ ଦୁଷ୍କର୍ମ କରି ଜେଲ ଗଲା ମାମୁ
171
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): ବିବାହିତା ଭାଣିଜୀକୁ ଦୁଷ୍କର୍ମ କରି ଜେଲ ଗଲା ମାମୁ। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ଅଞ୍ଚଳରେ। କୋଟଗଡ଼ ପୁଲିସ ଅଭିଯୁକ୍ତ ଦାମୋଦର ନାୟକଙ୍କୁ ଗିରଫ କରି ଜେଲକୁ ପଠାଇ ଦେଇଛି। ପୀଡ଼ିତା ଜଣଙ୍କ ନିଜ ବାପ ଘରକୁ ବୁଲିବାକୁ ଆସିଥିଲେ। ଗତ ୧୯ ତାରିଖରେ ରାତିରେ ସେ ଘର ପଛପଟ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିଲେ। ଏହି ସମୟରେ ମାମୁ ଦାମୋଦର ନାୟକ ତାଙ୍କୁ ଦୁଷ୍କର୍ମ କରିଥିଲେ। ଏହି କଥା ଘର ଲୋକଙ୍କୁ କହିଲେ ଜୀବନରୁ ମାରି ଦେବାକୁ ଦାମୋଦର ତାଙ୍କ ଭାଣିଜୀଙ୍କୁ ଧମକ ଚମକ ଦେଇଥିଲେ। କିନ୍ତୁ ଭାଣିଜୀ ପରିବାର ଲୋକଙ୍କୁ ସବୁ କଥା ଜଣାଇଥିଲେ। ପରେ ପରିବାର ଲୋକ କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଦାମୋଦର ନାୟକଙ୍କୁ ଗତକାଲି ଗିରଫ କରି ଜେଲ ପଠାଇ ଦେଇଛି। ଦାମୋଦର ବିବାହିତ ହୋଇଥିବା ବେଳେ ତାଙ୍କର ୩ଟି ଛୁଆ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!