Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କୁ ମାଡ଼ ଘଟଣା, ପୁରିଲା କଣ୍ଟ

by ସଞ୍ଜୟ ସ୍ୱାଇଁ
April 7, 2020
in State
ସାମ୍ବାଦିକଙ୍କୁ ଲାଠିପାହାର ଘଟଣା : ଏନ୍‌ଏଚ୍‌ଆରସିରେ ଅଭିଯୋଗ
35
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମାର୍ଚ୍ଚ ୩୦ ତାରିଖରେ ପୁଲିସ କାର୍ଯ୍ୟରତ ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାର ପୁରିଛି କଣ୍ଟ । ସୂଚନନାୁସାରେ, ୩୦ ତାରିଖ ସକାଳ ୮ ଘଟିକା ସମୟରେ ନିତିଦିନ ଜିଲ୍ଲା ପ୍ରତିନିଧି ନିଜ ଗ୍ରାମରୁ ନୟାଗଡ଼ ସହରକୁ ଆସୁଥିବା ବେଳେ ପୁଲିସ ତାଙ୍କୁ ବାରବାଟି ଛକଠାରେ ଅଟକାଇ ମାଡ଼ ମାରିଥିଲା । ନିଜକୁ ଗଣମାଧ୍ୟମ ପ୍ରତିନିଧି ପରିଚୟ ଦେବା ପରେ ମଧ୍ୟ ପୁଲିସ ଜାଣିଶୁଣି ଏଭଳି କରିଥିବା ଅଭିଯୋଗ ହୋଇଥିଲା । ଯାହାକୁ ନେଇ ଉକ୍ତ ଦିନ ସାମ୍ବାଦିକମାନେ ଏସ୍‌.ପିଙ୍କୁ ଭେଟି ଲିଖିତ ଅଭିଯୋଗ କରିଥିବା ବେଳେ ମାର୍ଚ୍ଚ ୩୧ ତାରିଖରେ ସାମ୍ବାଦିକ ସଂଘ ଏସ.ପିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲା । ଯାହାକୁ ନେଇ ନୟାଗଡ଼ ଏସ୍‌.ପି ପ୍ରତ୍ୟୁଷ ଦିୱାକର ସଂପୃକ୍ତ ମହିଳା କନେଷ୍ଟବଳ ସୁମିତ୍ରା ଗୁରୁଙ୍କୁ କାର୍ଯ୍ୟାନ୍ତର କରିଥିବା ବେଳେ ସାତ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶୃତି ଦେଇଥିଲେ । ଆଜିକୁ ସାତ ଦିନ ପୁରିଥିବା ବେଳେ ଏସ୍‌ପି କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ତା’କୁ ନେଇ ଜିଲ୍ଲାର ଗଣମାଧ୍ୟମ ପ୍ରତିନିଧି ଏବଂ ବୁଦ୍ଧିଜିବୀମାନେ ଚାହିଁ ବସିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!