Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨୦୦ ଲିଟର ଦେଶୀ ମଦ ସହ ବୋଲେରୋ ଜବତ

by ସଞ୍ଜୟ ସ୍ୱାଇଁ
October 24, 2022
in Crime, State
୧୨୦୦ ଲିଟର ଦେଶୀ ମଦ ସହ ବୋଲେରୋ ଜବତ
59
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା) : ଦେଶୀ ମଦ ବୋଝେଇ ବୋଲେରୋ ଜବତ ଜଣେ ଗିରଫ । ଗାଡିରେ ଚାଲାଣ ହେଉଥିଲା ୧୨୦୦ ଲିଟର ଦେଶୀ ମଦ । ଭଦ୍ରକ ଜିଲ୍ଲା ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ସୁଶ୍ରୀ ସଂଗୀତା ମହାନ୍ତିଙ୍କ ନେତୃତ୍ୱରେ ଏସ୍‌.ଆଇ ବ୍ରଜମୋହନ ମଲ୍ଲିକ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଧାମନଗର ଥାନା ଅନ୍ତର୍ଗତ ବାରିକପୁର ବଜାର ଅଞ୍ଚଳରେ ପେଟ୍ରୋଲିଂ କରୁଥିବା ସମୟରେ ବାଲେଶ୍ୱର ଆଡ଼ୁ ଆସୁଥିବା ଗୋଟିଏ ବୋଲେରୋକୁ ଅଟକାଇଥିଲା ଅବକାରୀ ବିଭାଗ । ଯାଞ୍ଚ ବେଳେ ଗାଡି ମଧ୍ୟରୁ ୧୨୦୦ ଲିଟର ଦେଶୀ ମଦ ଜବତ ହୋଇଥିଲା । ଏହାସହ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ଗ୍ରାମର ଅମରେନ୍ଦ୍ର ଖିଲ୍ଲାର । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!