Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୀପାବଳିରେ ପୁରୀରେ ଫୁଟିଲା ଗୁଳି

by ସଞ୍ଜୟ ସ୍ୱାଇଁ
October 25, 2022
in Crime, State
ଦୀପାବଳିରେ ପୁରୀରେ ଫୁଟିଲା ଗୁଳି
71
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଅଶାନ୍ତ ହୋଇପଡ଼ିଛି ପୁରୀ ସହର। ଗତକାଲି ଦୀପାବଳିରେ ପୁରୀ ସହରରେ ଫୁଟିଛି ଗୁଳି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଅନ୍ତର୍ଗତ ଥେଣ୍ଟପୁର ଗାଁ ଭାର୍ଗବୀ ସ୍କୁଲ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଶଙ୍କର ବେହେରା। ଆହତ ନିଲୁ ବରାଳକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ନିଲୁ ଓ ଶଙ୍କର ଭାର୍ଗବୀ ସ୍କୁଲ ନିକଟରେ ବାଣ ଫୁଟାଉଥିଲେ। ଏହି ସମୟରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ନିଲୁ ଓ ଶଙ୍କରଙ୍କ ଉପରେ ଗୁଳିମାଡ଼ କରିଥିଲେ। ଗୁଳିଟି ନିଲୁଙ୍କ ଗୋଡ଼ରେ ବାଜିଥିଲା। ଘଟଣାସ୍ଥଳରୁ ସେ ଦୌଡ଼ି ପଳାଇଥିଲେ। ହେଲେ ଶଙ୍କର ଯାଇପାରି ନଥିଲେ। ଗୁଳିଟି ଶଙ୍କରଙ୍କ ପେଟ ଓ ମୁଣ୍ଡରେ ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୂର୍ବ ଶତ୍ରୁତାରୁ ଏହି ଗୁଳି କାଣ୍ଡ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ କରୁଛି। ପୁଲିସ ଏପର୍ୟ୍ୟନ୍ତ କାହାକୁ ଗିରଫ କରି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!