Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍‌

by ସଞ୍ଜୟ ସ୍ୱାଇଁ
October 27, 2022
in Crime, State
ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍‌
215
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀର‌ ଏକ ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ । ପାଇକ ସାହି ସ୍ଥିତ ଏକ ଭଡା ଘରେ ଏହି ସେକ୍ସ୍ ରାକେଟ ଚାଲିଥିବା ବେଳେ ଅସଞ୍ଜତ ଅବସ୍ଥାରେ ୬ ଜଣଙ୍କୁ ଗିରଫ କରିଛି ପୁଲିସ। ସେଥିମଧ୍ୟରୁ ୫ଜଣ ପୁରୁଷ ଓ ଜଣେ ମହିଳା ଥିବା ଏକ ସାମ୍ବାଦିକ ସମ୍ମିଳନୀରେ ବାସେଳୀ ସାହି ଥାନା ପକ୍ଷରୁ ସୂଚନା ଦିଆଯାଇଛି। ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର, ୪ଟି ବାଇକ, ୫ଟି ଫୋନ, ୫ ହଜାର ଟଙ୍କା ସମେତ ଆପତ୍ତିଜନକ ସାମଗ୍ରୀ ଜବତ କରିଛି ପୋଲିସ। ଅଭିଯୁକ୍ତ ମାନଙ୍କ ମଧ୍ୟରୁ ୪ଜଣ ପୁରୀର ହୋଇଥିବା ବେଳେ, ୨ ଜଣ ଗଞ୍ଜାମର ହୋଇଥିବା ସୂଚନା ଦେଇଛନ୍ତି ପୁରୀ ସିଟି ଡ଼ିଏସପି କେକେ ହରିପ୍ରସାଦ। ତେବେ ପୋଲିସର କହିବାନୁଯାୟୀ ଜଣେ ମହିଳା ଓ ଜଣେ ଯୁବକ ନିଜକୁ ସ୍ୱାମୀ, ସ୍ତ୍ରୀ ପରିଚୟ ଦେଇ ପାଇକ ସାହି ସ୍ଥିତ ଏକ ଭଡା ଘରେ ରହି ଗତ କିଛିଦିନ ଧରି ବାହାରୁ ଯୁବତୀଙ୍କୁ ଆଣି ଏହି ରାକେଟ ଚଲାଇ ଅସୁଥିଲେ। ମାତୃଶକ୍ତିର କିଛି ଭଲୁଣ୍ଟିଆରଙ୍କ ଠାରୁ ଖବର ପାଇ ବାସେଳି ସାହି ପୋଲିସ ରେଡ଼ କରିବା ସମୟରେ ଏହି ରାକେଟ୍‌କୁ ଧରିଥିଲା। ସମସ୍ତ ଅଭିଯୁକ୍ତଙ୍କୁ ବାସେଳି ସାହି ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏଥିରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି କି ନାହିଁ ସେନେଇ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସିଟି ଡିଏସପି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!