Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକା ସମୟରେ ୬ଟି ପରିବାରର ଦୁଆର ତାଡି ଲୁଟ୍

by ସଞ୍ଜୟ ସ୍ୱାଇଁ
October 28, 2022
in Crime, State
ଏକା ସମୟରେ ୬ଟି ପରିବାରର ଦୁଆର ତାଡି ଲୁଟ୍
24
VIEWS
Share on FacebookShare on Twitter

ସୋରୋ, (ବାଘୁଆବାର୍ତ୍ତା): ଗୋଟିଏ ଗ୍ରାମରେ ସିରିଜ ଚୋରି । ବାଲେଶ୍ଵର ଜିଲ୍ଲା ଖଇରା ଥାନା ରୁଢ଼ିଙ୍ଗିଆ ଗ୍ରାମର ଗତକାଲି ବିଳମ୍ବିତ ରାତିରେ ଗ୍ରାମରେ ୬ ଟି ପରିବାର ଘରେ ୧୫ରୁ ଅଧିକ ଚୋର ଘରର ଦୁଆର ତାଡି ଚୋରି କରିନେଇଥିବା ନେଇ ଅଭିଯୋଗ । ଗ୍ରାମର ଗତକାଲି ବିଳମ୍ବିତ ରାତିରେ ରାଜୁ ନାୟକ, ବାସନ୍ତି ବରାଳ, କୈଳାସ ବରାଳ, ପ୍ରଫୁଲ୍ଲ ଘଡେଇ, ଶିବ ଘଡେଇ, ମହିନ୍ଦ୍ର ବରାଳଙ୍କର ଘରେ ଚୋରି ହୋଇଥିବା ନେଇ ଦେଖିବାକୁ ମିଳିଛି । ଗୋଟିଏ ରାତିରେ ଏକା ସମୟରେ ଏଭଳି ଚୋରି ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି । ଖଇରା ପୋଲିସ ଅଭିଯୋଗ ପାଇ ତଦନ୍ତ ଆରମ୍ଭ କରିଥିବା ବେଳେ ଏପର୍ୟ୍ୟନ୍ତ କୋୖଣସି ସନ୍ଧାନ ମିଳିନଥିବା ନେଇ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!