Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କୁ ମାଓବାଦୀଙ୍କ ହତ୍ୟା ଧମକ

by ସଞ୍ଜୟ ସ୍ୱାଇଁ
October 28, 2022
in Crime, State
ସାମ୍ବାଦିକଙ୍କୁ ମାଓବାଦୀଙ୍କ ହତ୍ୟା ଧମକ
87
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ନର୍ଲା ସାମ୍ବାଦିକଙ୍କୁ ମାଓବାଦୀଙ୍କ ହତ୍ୟା ଧମକ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାମଚାଗିରି କରି ଜନସାଧାରଣଙ୍କୁ ହଇରାଣ କରୁଥିବା ଅଭିଯୋଗରେ ଏହି ହତ୍ୟା ଧମକ ଦେଇଛନ୍ତି ମାଓବାଦୀ । ଏନେଇ ମାଓବାଦୀମାନେ ଜାରି କରିଛନ୍ତି ପୋଷ୍ଟର । କଳାହାଣ୍ଡି ନର୍ଲା ବ୍ଲକ୍ ମାଣ୍ଡେଲ୍ ଗ୍ରାମ ପଞ୍ଚାୟତ ସ୍ଥିତ ଅସୁରଗଡର ଏକ ବରଗଛରେ ଗୁରୁବାର ରାତିରେ ଖବର ଲାଗିଛି ଏହି ପୋଷ୍ଟର । ଏହି ପୋଷ୍ଟରରେ ମାଓବାଦୀ ମାନେ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦେବାପାଇଁ ଚେତାବନୀ ଦେଇଛନ୍ତି । ଆଗାମୀ ଦିନରେ ନିଜ ପ୍ରକୃତିରେ ସୁଧାର ନଆଣନ୍ତି ତେବେ ନିଶ୍ଚିତ ଭାବରେ ଏହିଦଣ୍ଡ ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି । ଏହି ଖବର ପାଇବା ପରେ ନର୍ଲା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣା ସ୍ଥଳରୁ ମାଓପୋଷ୍ଟର ଜବତ କରିଛି । ଖବର ଶୁଣି ନର୍ଲା ଅଞ୍ଚଳର ସମସ୍ତ ସାମ୍ବାଦିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!