Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସବିଆଇ ବ୍ୟାଙ୍କ ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ ବିଫଳ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
October 30, 2022
in Crime, State
ଏସବିଆଇ ବ୍ୟାଙ୍କ ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ ବିଫଳ, ଜଣେ ଗିରଫ
68
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ବଜାରରେ ଥିବା ଏକ ଏସବିଆଇ ବ୍ୟାଙ୍କର ଏଟିଏମ ଭାଙ୍ଗି ଲୁଟ କରିବା ଅଭିଯୋଗରେ ଖଲ୍ଲିକୋଟ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ଥି ନୂଆଁଗାଁର ବୁଡୁ ନାହାକ । ମିଳିଥିବା ସୂଚନା ଅନୁଯାୟୀ ଶନିବାର ରାତି ପ୍ରାୟ ୨ଟା ସମୟରେ ଜଣେ ଯୁବକ କେଶପୁର ବଜାରରେ ଥିବା ଏକ ଏସବିଆଇ ବ୍ୟାଙ୍କର ଏଟିଏମରୁ ଟଙ୍କା ଲୁଟ କରିବାରେ ବିଫଳ ହେବା ପରେ ଏକ ବଡ଼ ପଥରରେ ଏଟିଏମଟିକୁ ଭାଙ୍ଗି ଚୁରମାର କରିଦେଇଥିବା ବେଳେ ବାହାର ପଟେ ଲାଗିଥିବା ସିସିଟିଭି କ୍ୟାମେରା ଟିକୁ ମଧ୍ୟ ଭାଙ୍ଗି ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଖବର ପାଇ ଖଲ୍ଲିକୋଟ ପୋଲିସ ତଦନ୍ତ କରିବା ସହ କେଶପୁର ନିକଟରୁ ଉକ୍ତ ଯୁବକ ଜଣଙ୍କୁ ଗିରଫ କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!