Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳିକୁ ନେଇ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
October 31, 2022
in Crime, State
ପାରିବାରିକ କଳିକୁ ନେଇ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
29
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଯାହାକୁ ଅଗ୍ନିକୁ ସାକ୍ଷୀ ରଖି ସାତ ଜନମର ସାଥୀ କରିଥିଲା। ତାର ଦଶ ଦୋଷ କ୍ଷମା କରିବ ବୋଲି କଥା ଦେଇଥିଲା। ସେହି ସ୍ତ୍ରୀକୁ ସାମାନ୍ୟ କୌଣସି କଥା ପାଇଁ ଗଳାକାଟି ହତ୍ୟା କରିବା ପାଇଁ ପଛାଇଲା ନାହିଁ ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲା ସହର ଦେଓଗାଁ ଅଞ୍ଚଳର ଚେକ୍ ଗେଟ୍ ବସ୍ତିରେ। ମୃତ ମହିଳା ଜଣଙ୍କ ହେଲେ ମଞ୍ଜୁ ସାନ୍ଦିଲ। ସ୍ୱାମୀ ସାନ୍ଦିଲକୁ ପୁଲିସ ଅଟକ ରଖିଛି। ଗତକାଲି ରାତିରେ ସ୍ୱାମୀ ସ୍ତ୍ରୀ ରାତିରେ ଖାଇପିଇ ଶୋଇଥିଲେ। ଭୋର ୪ଟା ସମୟରେ ଦିପୁ ଏକ ଟାଙ୍ଗିଆ ଆଣି ମଞ୍ଜୁଙ୍କୁ ହାଣି ଦେଇଥିଲେ। ପରିବାର ଲୋକେ ମଞ୍ଜୁଙ୍କ ଚିତ୍କାର ଶୁଣି ଦୌଡ଼ି ଆସିଥିଲେ। ଏନେଇ ପୁଲିସକୁ ଜଣାଇଥିଲେ। ଦିପୁଙ୍କୁ ଭଉଣୀ ଭାଉଜକୁ ଭାଇ ହତ୍ୟା କରିଛି ବୋଲି ଥାନାରେ ଅଭିଯୋଗ କରିଛନ୍ତି। ଘଟଣାପରେ ଦିପୁ ଫେରାର ହୋଇଯାଇଥିଲା। ପୁଲିସ ମୃତଦେହକୁ ଉଦ୍ଧାର ଘଟଣାର ତଦନ୍ତ କରୁଛି। ଏହାସହ ଦିପୁକୁ ଅଟକ ରଖି ପଚରାଉଚରା କରୁଛି। ପରିବାରିକ କଳହ ଯୋଗୁ ଦିପୁ ମଞ୍ଜୁଙ୍କୁ ହତ୍ୟା କରିଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!