Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ ଭିତରୁ ଡ୍ରାଇଭରଙ୍କ ଗଳିତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 31, 2022
in Crime, State
ଟ୍ରକ୍ ଭିତରୁ ଡ୍ରାଇଭରଙ୍କ ଗଳିତ ମୃତଦେହ ଉଦ୍ଧାର
55
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୨୦ ନମ୍ବର ଜାତୀୟ ରାଜପଥର ବନାଯୋଡ଼ି ଟୋଲଗେଟ୍ ନିକଟରେ ଟ୍ରକ୍ ଭିତରୁ ଡ୍ରାଇଭରଙ୍କର ଗଳିତ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହରେ ସଦର ପୋଲିସର ତଦନ୍ତ ଜାରି । ଛତିଶଗଡ଼ ଇମାମିରୁ ସାମଗ୍ରୀ ନେଇ ଖାଲି କରିବା ପରେ ଏହି ଟ୍ରକ୍ ଯୋଡ଼ା ଯାଉଥିଲା । ହେଲେ ତାଙ୍କ ଅନ୍ୟ ସାଥୀ ଡ୍ରାଇଭର୍ ମାନେ ତାଙ୍କୁ ଖୋଜି ଖୋଜି ଆସି ବନାଯୋଡ଼ି ଟୋଲଗେଟ୍ ନିକଟରେ ଠାବ କରିଥିଲେ । ତେବେ ଟ୍ରକରେ ଡ୍ରାଇଭର୍ କ୍ଷତାକ୍ତ ଅବସ୍ଥାରେ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ । ପରେ ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ମୃତ ଡ୍ରାଇଭର୍ ହେଉଛନ୍ତି ମଧ୍ୟପ୍ରଦେଶର ରାମ ନରେଶ । ହେଲେ ତାଙ୍କର ମୃତ୍ୟୁ ୩/୪ ଦିନ ପୂର୍ବରୁ ଘଟିଥିବା ଅନୁମାନ କରାଯାଉଛି । ଟ୍ରକ୍ ପାଖରେ ପଥର ପଡି ଥିବାରୁ କେହି ପଥରରେ ଛେଛି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!