Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷି ଓ କୃଷକଙ୍କ ପାଇଁ ଅଣ୍ଟା ଭିଡ଼ିଲେ କୃଷି ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 8, 2020
in State
କୃଷି ଓ କୃଷକଙ୍କ ପାଇଁ ଅଣ୍ଟା ଭିଡ଼ିଲେ କୃଷି ମନ୍ତ୍ରୀ
35
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆଜି ଅପରାହ୍ନ ୪ ଘଟିକା ସମୟରେ ଆୟୋଜିତ ଭିଡ଼ିଓ କନ୍ଫରେନ୍ସିଂଗ ବୈଠକରେ ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୂ ଯୋଗ ଦେଇ କରୋନା ସଂକ୍ରମଣ ମୁକାବିଲା ଉଦ୍ଧେଶ୍ୟରେ ସାରା ଦେଶରେ ଜାରି ହୋଇଥିବା ଲକ ଡାଉନ ସମୟରେ ରାଜ୍ୟର ସାମ୍ପ୍ରତିକ କୃଷି ପରିସ୍ଥିତି ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ମୁକାବିଲା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ। ତାଲା ବନ୍ଦ ସମୟରେ ଯେପରି କୃଷି କାର୍ଯ୍ୟରେ ବାଧା ନ ଆସିବ ଏବଂ କୃଷକ ମାନେ ଯେପରି ସେମାନଙ୍କ ଅତ୍ୟାବଶ୍ୟକ ଜିନିଷ ପାଇବାରେ ଯେପରି କୌଣସି ଅସୁବିଧା ର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପଦକ୍ଷେପ ନିଆଯାଇଛି ବୋଲି କହିହିଲେ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିଡ଼ିଓ କଂଫେରେନ୍ସିଂଗ ରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର କୃଷି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଭାଗ ନେଇଥିବାବେଳେ ଓଡ଼ିଶା ସରକାରଙ୍କ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ସୌରଭ ଗର୍ଗ , କୃଷି ଓ ଖାଦ୍ୟ ଉତ୍ପାଦନର ନିର୍ଦେଶାଳୟର ନିର୍ଦେଶକ ଡ଼ଃ ଏମ.ମୁଥୁକୁମାର ପ୍ରମୁଖ ଯୋଗ ଦେଇଥିଲେ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!